ବିଳାସପୁର ରେ ଟ୍ରେନ୍ ଦୁର୍ଘଟଣା, ମାଲବାହୀ ଟ୍ରେନ୍ ଉପରେ ଚଢ଼ିଗଲା ଯାତ୍ରୀବାହୀ ଟ୍ରେନ୍,
ବିଳାସପୁର ରେ ଟ୍ରେନ୍ ଦୁର୍ଘଟଣା, ମାଲବାହୀ ଟ୍ରେନ୍ ଉପରେ ଚଢ଼ିଗଲା ଯାତ୍ରୀବାହୀ ଟ୍ରେନ୍,
ଶୁଭମ ବାର୍ତ୍ତା :- ବିଳାସପୁରରୁ ଆସୁଛି ବଡ଼ ଖବର । ବିଳାସପୁରରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ମାଲବାହୀ ଟ୍ରେନ୍ ଉପରେ ଚଢ଼ିଗଲା ଯାତ୍ରୀବାହୀ ଟ୍ରେନ । ୨ଟି ଟ୍ରେନର ଭୟଙ୍କର ଧକ୍କା ପରେ ଘଟଣାସ୍ଥଳରେ ଅନେକ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ପ୍ରାରମ୍ଭିକ ସୂଚନା ।ବିଳାସପୁର ଷ୍ଟେସନ ନିକଟରେ ୪ଟା ବେଳେ ଏହି ଦୁର୍ଘଟଣା ହୋଇଛି । ଦୁର୍ଘଟଣା ପରେ ଉଦ୍ଧାର ଉଦ୍ୟମ ଜାରି ରହିଛି ।ଦୁର୍ଘଟଣା ପରେ ଟ୍ରେନର ଅନେକ ବଗି କ୍ଷତିଗ୍ରସ୍ତ ହୋଇଛି । ଉଦ୍ଧାର କାମ ଜାରି ରହିଥିବା ବେଳେ ମେଡିକାଲ ଟିମ୍ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ।
What's Your Reaction?